ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ

ବଇଣ୍ଡା, ୨୩ା୪(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟରେ ମାନସିକ ଭିନ୍ନକ୍ଷମ ଆଲୋକ କୁଦେଇ(୨୮) ଭୋଟ ଦେଇଛନ୍ତି। ନୁନୁକାପଶି ଗ୍ରାମର ଆଲୋକ ପରିବାର ସହ ଭୋଟ ଦେବାକୁ ଆସିଥିଲେ। ଦୀର୍ଘ ଦିନ ହେଲା ସେ ମାନସିକ ରୋଗରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କ ଦୁଇ ଗୋଡ ଶିକୁଳିରେ ବନ୍ଧା ହୋଇଥିବାବେଳେ ଏକ ହୁଇଲ ଚେୟାରରେ ତାଙ୍କୁ ମତଦାନ କେନ୍ଦ୍ରକୁ ଅଣାଯାଇଥିଲା। ସମ୍ପର୍କୀୟଙ୍କ ସହାୟତାରେ ସେ ଭୋଟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ଓଡ଼ିଶା: ଆଜିର ଫଟୋ ( ୮ ଅଗଷ୍ଟ, ୨୦୨୪)

ଭୁବନେଶ୍ୱର ଉପକୂଳ ଅଞ୍ଚଳରେ ବର୍ଷା ହେବାପରେ ଚାଷୀମାନେ ଧାନ ଚାରା ରୋପଣ କରୁଛନ୍ତି

୩ ଦିନ ପରେ କୂଅରୁ ଉଦ୍ଧାର ହେଲା ଗାଈ, ଏହି ଦାବି କଲେ ସ୍ଥାନୀୟ ବାସିନ୍ଦା

ଦାରିଙ୍ଗବାଡି, ୮/୬ (ଅରୁଣ ସାହୁ ): କଥାରେ ଅଛି “ରଖେ ହରି ତ ମାରେ କିଏ”। ଏଭଳି ଉକ୍ତିକୁ ନେଇ ଅନେକ ସମୟରେ ଉଦାହରଣ ଦେଖିବାକୁ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ...

ମାଟି ତଳେ ପୋତା ଛୁଆକୁ ଜଗିଛି ମା’ ହାତୀ

ଯୋଡ଼ା(ମାନସ ମହାନ୍ତି)/କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୬ା୨:ଜଙ୍ଗଲରୁ ଜନପଦ, ସ୍ନେହରେ ବନ୍ଧା ଏ ଜଗତ। ମଣିଷ ହେଉ ବା ବନ୍ୟପ୍ରାଣୀ ନିଜ ସନ୍ତାନ ପ୍ରତି ସ୍ନେହ ସମସ୍ତଙ୍କର ରହିଛି।...

ମାଲିକାନା ପରିବର୍ତ୍ତନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଦେଲେ ଅଭିଯୁକ୍ତ

ଉଦଳା,୨୫ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ସମୀବୃକ୍ଷ ପର୍ଯ୍ୟଟନସ୍ଥଳୀ ନିକଟରେ ବ୍ୟବସାୟୀ ଚିତ୍ତରଞ୍ଜନ ବେହେରାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image