ଶୀତଦିନେ ବଢ଼ିଯାଏ ଶରୀର ଓଜନ…

ସାଧାରଣତଃ କେତେକଙ୍କର ଶରୀର ଓଜନ ବଢ଼ିଯାଇଥାଏ। ଏହାକୁ ଦୃଷ୍ଟିରେ ରଖି ବହୁ ଲୋକ ଶୀତଦିନେ କମ୍‌ ଖାଇବା ସହିତ ବିଭିନ୍ନ ପ୍ରକାର ବ୍ୟାୟାମ କରିଥାନ୍ତି। ତେବେ ବି ସେମାନଙ୍କର ଶରୀର ଓଜନ ବଢ଼ିଥାଏ। କିନ୍ତୁ ଏଥିପାଇଁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ଥଣ୍ଡାଯୋଗୁ ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟା କମ୍‌ ହେବାରୁ ଗ୍ରହଣ କରାଯାଉଥିବା ଖାଦ୍ୟ ପଦାର୍ଥ ହଜମ ହେବା ଲାଗି ଅନ୍ୟ ଦିନ ତୁଳନାରେ ଶୀତଦିନେ ଅଧିକ ସମୟ ନେଇଥାଏ। ତେଣୁ ଶରୀରର ଓଜନ ବଢ଼ିଯାଇଥାଏ। ଏହା ସହିତ ଥଣ୍ଡାରୁ ରକ୍ଷା ପାଇବା ପାଇଁ ଲୋକେ ଚା, କଫି ଆଦି ପିଇଥାନ୍ତି। ଏହା ଯୋଗୁ ମଧ୍ୟ ଶରୀର ଓଜନରେ ବୃଦ୍ଧି ଘଟିଥାଏ। ଥଣ୍ଡାରେ ଛଣାଛଣି ଖାଇବା ପ୍ରତି ବହୁ ଲୋକଙ୍କର ଆଗ୍ରହ ରହିଥାଏ। ଏସବୁ ଖାଦ୍ୟପଦାର୍ଥ ଶରୀରର ଓଜନ ବଢ଼ାଇ ଦେଇଥାଏ। ତେଣୁ କେତେକ ସତର୍କତା ଅବଲମ୍ବନ କଲେ ଏଭଳି ସମସ୍ୟା ସହଜରେ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ହେବନି ମନମୋହନଙ୍କ ଅନ୍ତିମ ସଂସ୍କାର, ଜାଣନ୍ତୁ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଗୁରୁବାର ଦିଲ୍ଲୀ ଏକ୍ସରେ ଶେଷ ନିଶ୍ୱାସ ତ୍ୟାଗ...

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ...

କେତେ ସମ୍ପତ୍ତିର ମାଲିକ ଥିଲେ ମନମୋହନ, ସତ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କର ଗତକାଲି ଅର୍ଥାତ ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କୁ ୯୨ବର୍ଷ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ...

ମନମୋହନ ସିଂଙ୍କର ଏହି ଗୋଟିଏ ଇଚ୍ଛା ରହିଗଲା ଅଧୁରା…

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ହୋଇଥିଲା। କେନ୍ଦ୍ର...

ମନମୋହନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଉଛି ସାରାଦେଶ, ଆମେରିକାରୁ ଝିଅର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା

ନୂଆଦିଲ୍ଲୀ,୨୭ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ୯୨ ବର୍ଷ ବୟସରେ ହୋଇଛି। ଗୁରୁବାର ସେନାଧ୍ୟରେ ତାଙ୍କର ଛତା ଚାଲିଯିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ...

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri