ପୁରୀ ଅଫିସ,୫।୯: ଶୁକ୍ରବାର ଆମିକସ୍ କ୍ୟୁରୀ ଓ ସଲିସିଟର ଜେନେରାଲ ଓଡ଼ିଶା ଆସିବେ। ପୂର୍ବରୁ ୭ ତାରିଖରେ ଆସିବାକୁ ସ୍ଥିର ହୋଇଥିବା ବେଳେ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏନେଇ ଗୁରୁବାର ପୁରୀ ଅତିରିକ୍ତ ଜିଲାପାଳ ସୂଚନା ଦେଇଛନ୍ତି। ତେବେ ପୁରୀରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍ଥିତି ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।