ଶୌଚ ହେବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ, ବୃଦ୍ଧ ଗୁରୁତର

ଲୋଇସିଂହା, ୧୪।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ଗାଣ୍ଡପଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଗୋକୁଳ ବାଗ(୬୫)। ତାଙ୍କୁ ପରିବାର ଏବଂ ଗ୍ରାମବାସୀ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରିଛନ୍ତି।

ଗୋକୁଳ ସକାଳ ସାଢ଼େ ୬ଟା ସମୟରେ ଗ୍ରାମ ନିକଟରେ ଯାଇଥିବା କୁଲାରୀ ନାଳକୁ ଶୌଚ ହୋଇଯାଇଥିଲେ। ସେଠାରେ ଥିବା ହାତୀପଲ ହାବୁଡ଼ରେ ପଡ଼ିଯାଇଥିଲେ। ଏବେ ମଧ୍ୟ ସେଠାରେ ୪ଟି ହାତୀ ରହି ଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଏହି ଦିନ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୯...

ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ: ଜଙ୍ଗଲ ମଝିରେ ଜୀବନ ବଞ୍ଚାଇବାକୁ ରାତିସାରା ସଂଘର୍ଷ

ରେଢାଖୋଲ ୪/୯(ଅଚ୍ୟୁତାନନ୍ଦ ପୁରୋହିତ): ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ। ଜୀବନ ବଞ୍ଚାଇବାକୁ ରାତି ସାରା ଜଙ୍ଗଲ ମଝିରେ କଲେ ସଂଘର୍ଷ।...

ବ୍ରାଉନସୁଗାର ଧରି ଚମ୍ପଟ ମାରୁଥିଲେ ଯୁବକ, ମାଡିବସିଲା ପୋଲିସ: ଦୁଇ ଗିରଫ

ସମ୍ବଲପୁର,୪।୯(ପ୍ରମୋଦ ବହିଦାର): ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ବୁଧବାର ଧନୁପାଲିଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର(ହେରୋଇନ) ଜବତ କରାଯାଇଛି। ଅବକାରୀ ବିଭାଗ...

ବଳାତ୍କାର, ହତ୍ୟାର ଶିକାର ଯୁବତୀଙ୍କୁ ଗାଁ ମଶାଣିରେ ଜାଗା ମିଳିଲାନି

ନାକଟୀଦେଉଳ, ୪ା୯(ବୈକୁଣ୍ଠନାଥ ସାହୁ): ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ନିଜ ଗାଁ ଶ୍ମଶାନରେ ସତ୍କାର ପାଇଁ ସ୍ଥାନ ମିଳିଲାନାହିଁ। ଗାଁର...

୬୫ ବର୍ଷରେ ଆଖିବୁଜିଲା ‘ଖେର୍ସେଲ’

ସମ୍ବଲପୁର,୩।୯(ପ୍ରମୋଦ ବହିଦାର): ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଡେବ୍ରିଗଡ଼ ଅଭୟାରଣ୍ୟ ମଧ୍ୟରେ କେଭଟିଭ ହାତୀ ‘ଖେର୍ସେଲ’ର ମୃତ୍ୟୁ ଘଟିଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ବୁର୍ଲା...

ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍‌

ସମ୍ବଲପୁର,୨।୯: ହୀରାକୁଦ ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍‌କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri