ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ଆରମ୍ଭ ହେଲା ବୈଠକ: ୧୦ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିଭଳି ଭାବେ ଶୃଙ୍ଖଳିତ ଭାବେ କରାଯିବ ସେ ନେଇ ଗୁରୁବାର ୧୦ଟି ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିବା ଏହି ବୈଠକରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଅଧ୍ୟକ୍ଷତା କରୁଛନ୍ତି। ବିଶେଷକରି ସରକାରଙ୍କ କୋଭିଡ-୧୯ ଗାଇଡ୍‌ଲାଇନ୍‌କୁ ପାଳନ କରାଯାଇ କିଭଳି ଠାକୁରଙ୍କ ନୀତିକାନ୍ତି ସମ୍ପନ୍ନ କରାଯିବ ସେ ବିଷୟରେ ଆଲୋଚନା ହେବ। ଏଥିରେ ଶ୍ରୀମନ୍ଦିରର ୧୦ଟି ନିଯୋଗର କର୍ମକର୍ତ୍ତାଙ୍କ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri