ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ୩୦ ଲକ୍ଷ ଚୋରି: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଟାଉନ, ୧।୧୦(ଡି.ଏନ୍‌.ଏ.): ଯାଜପୁର ସହର ଅମ୍ବିକାୟୀ ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ମୁଖ୍ୟ ଗେଟ ତାଲା ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କା ଚୋରିକରି ନେଇଥିବା ବ୍ୟାଙ୍କର କର୍ମଚାରୀମାନେ କହିଛନ୍ତି। ଏ ନେଇ ମଙ୍ଗଳବାର ସକାଳେ ଜଣାପଡ଼ିବା ପରେ ବ୍ୟାଙ୍କ କର୍ମଚାରୀମାନେ ଯାଜପୁର ଥାନାରେ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଦୁର୍ବୃତ୍ତଙ୍କୁ ଖୁବ୍‌ଶୀଘ୍ର ଧରିବା ପାଇଁ ଉଦ୍ୟମ ଜାରିରହିଥିବା ଥାନା ଅଧିକାରୀ କହିଛନ୍ତି । ଅଧିକ ତଦନ୍ତ ପାଇଁ ବ୍ୟାଙ୍କ ପକ୍ଷରୁ ସାଇଣ୍ଟିଫିକ୍‌ ଟିମଙ୍କୁ ଡକାଯାଇଛି। ଯାଜପୁର ଏସ୍‌ପି ଚରଣ ସିଂ ମିନା ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଆଇଏମ୍‌ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍‌ ଇନ୍‌କ୍ୟୁବେଶନ

ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍‌ରେ ଇନ୍‌କ୍ୟୁବେଶନ ପାଇଁ ମନୋନୀତ ହୋଇଛି ।...

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବାଦ୍‌ ପଡ଼ିଲେ….

ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା...

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି।...

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା...

ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର

ଭୁବନେଶ୍ୱର, ୨୩ା୧୧(ସୁନିତ୍‌ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର...

ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ

ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri