ସଂଖ୍ୟାଲଘୁଙ୍କ ଉପରେ ବଢ଼ୁଛି ଜୁଲମ

ନୂଆଦିଲ୍ଲୀ,୨୫।୪: ନିଜାମୁଦ୍ଦିନ ମରକଜ୍‌ରେ ଆୟୋଜିତ ତବଲିଘି ଜମାତ୍‌ରେ ମୁସଲମାନ ସମ୍ପ୍ରଦାୟର ଲୋକେ ଯୋଗଦେବା ପରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା କୁହାଯାଉଛି। ଏହାକୁ ନେଇ ବିଭିନ୍ନ ରାଜ୍ୟରେ ମୁସଲମାନମାନଙ୍କୁ ଲଗାତର ହଇରାଣ କରାଯାଉଥିବା ନେଇ ରିପୋର୍ଟ ପ୍ରକାଶ ପାଉଛି। ଏପରି କି କେତେକ ସ୍ଥଳେ ସେମାନଙ୍କୁ ସାମାଜିକ ବାସନ୍ଦ ମଧ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ନେଇ ଦେଶର ୧୦୧ ପୂର୍ବତନ ପ୍ରଶାସନିକ ଅଧିକାରୀ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳମାନଙ୍କୁ ଏକ ଖୋଲାଚିଠି ଲେଖି ଦୃଷ୍ଟି ଆକର୍ଷଣ କରିଛନ୍ତି। ଏଭଳି ଅପ୍ରୀତିକର ଘଟଣାକୁ ଏଡ଼ାଇବା ଲାଗି ସମସ୍ତ ସରକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ସକାଶେ ଏଥିରେ ଅନୁରୋଧ କରାଯାଇଛି। ସ୍ବାକ୍ଷରକାରୀଙ୍କ ମଧ୍ୟରେ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ପୂର୍ବତନ ସଚିବ ଅନିତା ଅଗ୍ନିହୋତ୍ରୀଙ୍କ ସମେତ ଅନ୍ୟମାନେ ଅଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ...

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌...

୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଫ୍ଲାଟ୍‌ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି

ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ...

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୨୭ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ମାନରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମନମୋହନଙ୍କୁ...

ମନମୋହନଙ୍କ କାର୍ଯ୍ୟକାଳରେ ଚର୍ଚ୍ଚିତ ବିବାଦ

ନୂଆଦିଲ୍ଲୀ,୨୬ା୧୨: ସରଳତାରେ ପରିପୂର୍ଣ୍ଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ କାର୍ଯ୍ୟକାଳରେ ଅନେକ ବଡ ଉପଲବ୍ଧି ହାସଲ କରିଥିବା ବେଳେ କିଛି ବିବାଦ ମଧ୍ୟ ଦେଖିବାକୁ ମିଳିଥିଲା।...

ସେହି ୪ ଘଟଣା, ଯେବେ ଅପମାନର ବିଷ ପିଇ ବି ଦେଶ ପାଇଁ କାମ କରି ଚାଲିଥିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୬।୧୨: ୧୦ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନ ବାର୍ଦ୍ଧକ୍ୟ...

ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ…

ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri