ସକାଳୁ ଚା’ ନ ପିଇଲେ କାମ କରୁନି ଘୋଡ଼ା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ !

ଲଣ୍ଡନ,୧।୧୨: କେତେକ ଲୋକ ସକାଳୁ ଚା’ ନ ପିଇଲେ କୌଣସି କାମ କରି ନ ଥାନ୍ତି। ଏଭଳି ଅଭ୍ୟାସ ଲଣ୍ଡନର ମର୍ସିସାଇଡ୍‌ ପୋଲିସ ବିଭାଗରେ ଥିବା ଘୋଡ଼ା ଜ୍ୟାକ୍‌ର ରହିଛି। ସକାଳୁ କପେ ଚା’ ନ ପିିଇଲେ ସେ କାମ କରିବାକୁ ଅମଙ୍ଗ ହୋଇଥାଏ। ଜ୍ୟାକ୍‌କୁ ଏବେ ୨୦ ବର୍ଷ। ସେ ଗତ ୧୫ ବର୍ଷ ଧରି ଏଭଳି ପ୍ରତିଦିନ ସକାଳୁ କପେ ଚା’ ପିଇଥାଏ। ଜ୍ୟାକ୍‌ ୨୦୨୦ରେ ପୋଲିସ ସେବାରୁ ଅବସର ନେବ ବୋଲି ଟ୍ରେନର ଲିଣ୍ଡସେ ଗବେନ୍‌ ସୂଚନା ଦେଇଛନ୍ତି। ଜ୍ୟାକ୍‌ର ଚା’ରେ ୨ ଚାମୁଚ ଚିନି ପଡ଼ିଥାଏ ବୋଲି ସେ କହିଛନ୍ତି। ଏବେ ଜ୍ୟାକ୍‌ ଚା’ ପିଉଥିବାର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଛି। ଏହାକୁ ୨ ଲକ୍ଷରୁ ଅଧିକ ଲାଇକ୍‌ ମିଳିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍‌ରିଟିଜ୍‌(ଏଆଇଏଏମ୍‌)...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri