ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’ ଓ ‘ସି’ ଆଦି ପୋଷକ ତତ୍ତ୍ୱ ରହିଛି। କମଳା ରସ ଶରୀରକୁ ଫୂର୍ତ୍ତି ରଖିଥାଏ। ପ୍ରତିଦିନ କମଳା ରସ ପିଇଲେ ମେଦବହୁଳତା ଆଶଙ୍କା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଳେଖ ରହିଛି। ନିୟମିତ ଭାବେ କମଳା ରସ ପିଇଲେ ସର୍ଦ୍ଦି, କାଶ ଆଦି ସହଜରେ ଦୂର ହୁଏ। ରାତିରେ ଶୋଇବା ବେଳେ ଓ ଉଠିବା ପରେ ଫାଳେ କମଳା ଖାଇବା ଦ୍ୱାରା ଖାଦ୍ୟ ସହଜରେ ହଜମ ହୋଇଥାଏ। ପ୍ରତିଦିନ କମଳା ରସ ପିଇଲେ କ୍ୟାନସର ହେବା ଆଶଙ୍କା ମଧ୍ୟ କମିଥାଏ। କମଳା ରସ ପିଇଲେ ଆଣ୍ଠୁଗଣ୍ଠି ଦରଜରୁ ଆରାମ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ଓଡ଼ିଶା ଆସିବେ ଗଡ଼କରି: କରିବେ ବଡ଼ ଘୋଷଣା..

ଭୁବନେଶ୍ୱର,୧୫।୪: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ୧୭ ତାରିଖରେ ଓଡ଼ିଶା ଆସିବେ। ସେ କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ। ପରେ ବିଭିନ୍ନ NHAI...

ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି? ଜାଣନ୍ତୁ କ’ଣ …

ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି ? ଘରେ ସବୁ ବେଳେ ଦେଖାଯାଉଛି କି ଅଭାବ ତେବେ ନିଶ୍ଚୟ ଜାଣନ୍ତୁ ଏ ବିଷୟରେ। ଆର୍ଥିକ...

କରୀନାଙ୍କ ଆଗାମୀ ପ୍ରୋଜେକ୍ଟ ‘ଦାୟରା’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ତାଙ୍କ ନୂତନ ପ୍ରୋଜେକ୍ଟ ସମ୍ପର୍କରେ ସୋମବାର ଇନ୍‌ଷ୍ଟାଗ୍ରାମରେ ଘୋଷଣା କରିଛନ୍ତି। ଆଗାମୀ ଦିନରେ ସେ ଫିଲ୍ମ ନିର୍ମାତା ତଥା...

ଏନଏସି ହେବ ଜଗନ୍ନାଥପ୍ରସାଦ ପଞ୍ଚାୟତ: ଘୋଷଣା କଲେ ବିଧାୟକ

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପଂଚାୟତ (ବ୍ଲକ ମୁଖ୍ୟ କାର୍ଯ୍ୟାଳୟ)କୁ ଏନଏସିରେ ପରିଣତ କରାଯିବ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଖୁବଶୀଘ୍ର ରାଜ୍ୟ ସରକାର...

ଖାଲି ପେଟରେ ଏମିତି ଖାଆନ୍ତୁ ଭୃଶଙ୍ଗ ପତ୍ର:୫ ରୋଗରୁ ମିଳିବ ମୁକ୍ତି

ଅଧିକାଂଶ ଲୋକ ଖାଦ୍ୟକୁ ସ୍ବାଦିଷ୍ଟ କରିବା ପାଇଁ ଭୃଶଙ୍ଗ ପତ୍ର ବ୍ୟବହାର କରନ୍ତି। କିନ୍ତୁ ଆୟୁର୍ବେଦିକ ଦୃଷ୍ଟିକୋଣରୁ ଏହାର ଅନେକ ସ୍ବାସ୍ଥ୍ୟ ଲାଭ ଅଛି। ଏହାକୁ...

EDର ସମନ ପାଇ ହାଜର ହେବାକୁ ଚାଲି ଚାଲି ପଳାଇ ଆସିଲେ ରବର୍ଟ ଭଦ୍ରା!

ନୂଆଦିଲ୍ଲୀ,୧୫।୪: ଜମି କାରବାର ମାମଲାରେ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ଏବଂ ବ୍ୟବସାୟୀ ରବର୍ଟ ଭଦ୍ରାଙ୍କୁ ଦ୍ୱିତୀୟ ଥର ପାଇଁ ପଚରାଉଚରା ପାଇଁ ପ୍ରବର୍ତ୍ତନ...

ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଧରି ନିର୍ଧୁମ ଛେଚିଲେ ଲୋକେ

ବଲାଙ୍ଗୀର,୧୫ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରୁ ପୁଣି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସହରରେ ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image