ସନ୍ଧ୍ୟାଧୂପରେ ପଖାଳ

‘ଯଥା ଦେହେ ତଥା ଦେବେ’ କର୍ମକାଣ୍ଡ ବିଜ୍ଞାନର ଏହି ରହସ୍ୟକୁ ଆଧାର କରି ମହାପ୍ରଭୁଙ୍କ ଉପାସନା ପ୍ରଚଳିତ। ଏହା ମଧ୍ୟ ଆମ ସନାତନ ପରମ୍ପରା ସ୍ବୀକୃତ। ଓଡ଼ିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ। ଲୋକ ଜୀବନରେ ଉଷୁନା ପଖାଳ ଓ ଅରୁଆ ପଖାଳ ପାଞ୍ଚଟି ନାମ ଧାରଣ କରିଛି। ମହାପ୍ରଭୁଙ୍କ ଉପାସନାରେ କେବଳ ଅରୁଆ ପଖାଳ ପ୍ରଚଳନ ବ୍ୟବସ୍ଥା ରହିଛି। ଆଠକାଳି ବାରମାସୀ ପଖାଳ ପରମ୍ପରା ପ୍ରଚଳିତ ଥିବା ବେଳେ ମହାପ୍ରଭୁଙ୍କ ଉପାସନାରେ ମଧ୍ୟ ବାରମାସ ଏହି ପରମ୍ପରା ଦେଖାଯାଏ। ସାଧାରଣ ଲୋକଟିଏ ଯେପରି ପଖାଳପ୍ରିୟ, ମହାପ୍ରଭୁ ମଧ୍ୟ ପଖାଳପ୍ରିୟ। ସାଧାରଣ ଜୀବନରେ ଆବଶ୍ୟକତା ଅନୁଯାୟୀ ମଣିଷଟିଏ ଦିନରେ ଏବଂ ରାତିରେ ପଖାଳ ଗ୍ରହଣ କରୁଥିବା ବେଳେ ମହାପ୍ରଭୂ କେବଳ ସନ୍ଧ୍ୟାଧୂପରେ ପଖାଳଭୋଗ ଗ୍ରହଣ କରନ୍ତି। ପ୍ରକାର ଭେଦରେ ଏଗୁଡିକ ବିଭିନ୍ନ ପ୍ରକାରର ରହିଥାଏ। ଅଦା ପକାଯାଇ ଚୁପୁଡା ପଖାଳ, ଟଭାରେ ଟଭା ପଖାଳ, ଜିରା, ଅଦା ଓ ମସଲା ଦ୍ୱାରା ପ୍ରସ୍ତୁତ ସୁବାସିତ ପଖାଳ ଏବଂ ଦହିରେ ହୋଇଥାଏ ଦହି ପଖାଳ। ଶ୍ରୀଗୁଣ୍ଡିଚାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମୟକୁ ଛାଡିଦେଲେ ବାକି ବର୍ଷର ସମସ୍ତ ଦିବସ ଦାରୁଦିଅଁ ପଖାଳରେ ଆତ୍ମସନ୍ତୋଷ ପାଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାବୁଲି ସାରି ଘରକୁ ଫେରୁଥିଲେ, ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଗଲା ଚଳନ୍ତା କାର୍‌

ବାଲିଗୁଡା,୧୭।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତିରେ ବଡ଼ ଦୁର୍ଘଟଣା ଘଟିଛି।...

ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ...

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ...

ନବଦାସ ହତ୍ୟାକାଣ୍ଡରେ ନୂଆ ମୋଡ, ଗୋପାଳ ନୁହେଁ ଇଏ ମାରିଥିଲେ! ରାଜ୍ୟରେ ଚହଳ

ଭୁବନେଶ୍ୱର,୧୭।୧: ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ...

ନିଶା ଦେଇ ଜେଜେମା’-ନାତୁଣୀଙ୍କୁ ଅପହରଣ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ସୁନା ଜବତ

ପୁରୁଷୋତ୍ତମପୁର,୧୭ା୧ (ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଯାହାକି ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ ଅଟୋ ଚାଳକ ଜଣେ...

ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ...

ସହରାଞ୍ଚଳ ଜମିର ହେବ ହାଇଟେକ ସର୍ଭେ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର ୧୭।୧(ସନ୍ତୋଷ ପାଢ଼ୀ): ରାଜସ୍ୱ ବିଭାଗ ଓ ଅଦିନିଆ ବର୍ଷାରେ କ୍ଷତିର କ୍ଷତିପୂରଣ ବଣ୍ଟନ, ଧାନ କିଣା ସମ୍ବନ୍ଧୀୟ ସମସ୍ୟା ନେଇ ଗଞ୍ଜାମ ଗସ୍ତ କରି...

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଉଦ୍‌ଯାପିତ: ୩୮୧ ପଞ୍ଜିକୃତ, ୨୬୯ଙ୍କୁ ମିଳିଲା ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୧୭ା୧ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷେତିଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri