Posted inବରଗଡ଼

ସମଲପୁରୀ ଦିନ୍‌ ପାଳନ ଅବସରରେ ଶୋଭାଯାତ୍ରା

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲା ଭେଡେନର ମନୋହର ସାଂସ୍କୃତିକ ସଂସଦ ଏବଂ ଶ୍ରୀଧର ସାହିତ୍ୟ ସଂସଦ ପକ୍ଷରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ସମଲପୁରୀ ଦିନ୍‌ ପାଳନ କରାଯାଇଛି। ଏଥିସହିତ କବି ସତ୍ୟନାରାୟଣ ବହିଦାର ଓ ଶ୍ରୀଧର ପ୍ରଧାନ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ବରଗଡ଼ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବାଜା ବଜାଇ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ଶତାଧିକ ଲୋକ ଟାଉନ ହଲ୍‌କୁ ପହଞ୍ଚିଥିଲେ। ଏଥିରେ ବହୁ କବି, ସାହିତି୍ୟକ ଓ ବୁଦ୍ଧିଜୀବୀ ମଧ୍ୟ ସାମିଲ ହୋଇଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଅତିଥିମାନେ ସମଲପୁରୀ ଦିନ ପାଳନର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର...

ସାବଧାନ! ଆପଣଙ୍କ ଘର ମୂଳଦୁଆ ହୋଇପାରେ ଦୁର୍ବଳ: ରାଜ୍ୟରେ ମିଳୁଛି ନକଲି ଲୁହାଛଡ଼

ଭୁବନେଶ୍ୱର,୨।୪: ରାଜ୍ୟରେ ମିଳୁଥିବା ପ୍ରତ୍ୟେକ ମୂଲ୍ୟବାନ ସାମଗ୍ରୀଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଲୁହାଛଡ଼ ମଧ୍ୟ ନକଲି ମିଳୁଛି। ଗତ ପାଞ୍ଚ...

କିଏ ସେହି ପୁନମ ଗୁପ୍ତା, ଯିଏ ଥିଲେ ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା, ଏବେ ହେବେ RBIର ଡେପୁଟି ଗଭର୍ନର

ନୂଆଦିଲ୍ଲୀ,୨।୪: RBIର ଡେପୁଟି ଗଭର୍ନର ହେବାକୁ ଯାଉଛନ୍ତି ଜଣେ ମହିଳା। ନ୍ୟାଶନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ (NCAER)ର ମହାନିର୍ଦ୍ଦେଶକ ପୁନମ ଗୁପ୍ତା ଡେପୁଟି...

ପାକିସ୍ତାନରେ ପୁଣି ମହଙ୍ଗା ମାଡ଼: ପିଆଜ, ଟମାଟୋ, ଚିକେନ ସବୁ ହେଲା ମହଙ୍ଗା

ଇସଲାମାବାଦ,୨।୪: ପାକିସ୍ତାନରେ ମୁଦ୍ରାସ୍ଫୀତିକୁ ନେଇ ପୁଣିଥରେ ଉତ୍ତେଜନା ପ୍ରକାଶ ପାଇଛି। ଦୋକାନୀ ଏବଂ କ୍ରେତା ଉଭୟ ମୁଦ୍ରାସ୍ଫୀତି ଯୋଗୁଁ କଷ୍ଟ ପାଉଛନ୍ତି। ରମଜାନ ସରିଗଲା କିନ୍ତୁ...

ଦିନେ ଗୁପଚୁପ ବିକ୍ରି କରୁଥିବା Yashasvi Jaiswal ଯେଉଁ ଟିମ ପାଇଁ ହୋଇଥିଲେ ସୁପରଷ୍ଟାର, ଆଜି ଛାଡିବାକୁ ଯାଉଛନ୍ତି ସେହି ଟିମକୁ…

ନୂଆଦିଲ୍ଲୀ,୨।୪: ମୁମ୍ବାଇ ଦଳର ଓପନର ଯଶସ୍ବୀ ଜୟସୱାଲ ମଙ୍ଗଳବାର ମୁମ୍ବାଇ କ୍ରିକେଟ ଆସୋସିଏସନକୁ ଏକ ମେଲ ଲେଖିଥିଲେ। ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ, ଯଶସ୍ବୀ ଜୟସୱାଲ...

ଉପ ମୁଖ୍ୟମନ୍ତ୍ରୀଙ୍କୁ ଉପହାରରେ ମିଳିଲା ନୀଳ ଡ୍ରମ, କହିଲେ ଓଲଟା ଭାବନ୍ତୁ ନାହିଁ ଏହା ବହୁତ କାମରେ ଲାଗିବ

ଲକ୍ଷ୍ନୌ,୨।୪: ମଙ୍ଗଳବାର ରାତିରେ ଡକ୍ଟର ରାମ ମନୋହର ଲୋହିଆ ପାର୍କ ହସରେ ଗୁଞ୍ଜରିତ ହୋଇଥିଲା। ଏଠାରେ ରାଜନୀତିଠାରୁ ଆରମ୍ଭ କରି ସାମାଜିକ ପ୍ରସଙ୍ଗ ପର୍ଯ୍ୟନ୍ତ ପ୍ରତ୍ୟେକ...

ପ୍ରେମିକଙ୍କୁ ଅପହରଣ କରି ବନ୍ଧାହେଲେ ପ୍ରେମିକା, ୧୦ ଲକ୍ଷ ଟଙ୍କାର ବି ରଖିଥିଲେ ମୁଣ୍ଡ ଜାମିନ

ଭୁବନେଶ୍ୱର,୨ା୪: ରାଜଧାନୀ ଭୁବନେଶ୍ୱରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ସବୁବେଳେ ଖବର ଆସେ ପ୍ରେମିକାଙ୍କୁ ଅପହରଣ କରିନେଇଛନ୍ତି ପ୍ରେମିକ। ମାତ୍ର ଆଜିର ଘଟଣା ଟିକେ...

ମନି ଲଣ୍ଡରିଂ ମାମଲାରେ EDର ବଡ଼ ଆକ୍ସନ, ୧୫୬ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED), ୩୧ ମାର୍ଚ୍ଚ, ୨୦୨୫ରେ ମନି ଲଣ୍ଡରିଂ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଲକ୍ଷ୍ମୀ ପ୍ରିସିସନ ସ୍କ୍ରୁସ ପ୍ରାଇଭେଟ ଲିମିଟେଡର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image