Posted inଜାତୀୟ

ସିଏଏକୁ ନେଇ ଜାମା ମସ୍‌ଜିଦ୍‌ ବାହାରେ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଶୁକ୍ରବାର ନମାଜ ପାଠ ପରେ ଦିଲ୍ଲୀ ଜାମା ମସ୍‌ଜିଦ୍‌ ବାହାରେ ପ୍ରଦର୍ଶନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ ପରିସ୍ଥିତିକୁ ଦେଖି ଏଠାରେ ପୋଲିସ ପକ୍ଷରୁ ବ୍ୟାରିକେଡ କରାଯିବା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇ ଡ୍ରୋନ ଜରିଆରେ ସ୍ଥିତି ଉପରେ ନଜର ରଖାଯାଇଛି। ଏତଦ୍‌ ବ୍ୟତୀତ ମୁତୟନ ହୋଇଥିବା ପୋଲିସ ଫୋର୍ସ ସ୍ଥାନୀୟ ଲୋକଙ୍କୁ ଶାନ୍ତି ବଜାୟ ରଖିବା ପାଇଁ ବାରମ୍ବାର ଅପିଲ୍‌ କରିଛନ୍ତି। ଅପରପକ୍ଷେ ସିଏଏ ପ୍ରଦର୍ଶନ ଯୋଗୁ ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି। ଗତ ଶୁକ୍ରବାର ସିଏଏକୁ ନେଇ ଏଠାରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାରେ ପୋଲିସ ୧୫ଜଣଙ୍କୁ ଗିରଫ କରି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଫ୍ଲାଟ୍‌ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି

ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ...

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୨୭ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ମାନରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମନମୋହନଙ୍କୁ...

ମନମୋହନଙ୍କ କାର୍ଯ୍ୟକାଳରେ ଚର୍ଚ୍ଚିତ ବିବାଦ

ନୂଆଦିଲ୍ଲୀ,୨୬ା୧୨: ସରଳତାରେ ପରିପୂର୍ଣ୍ଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ କାର୍ଯ୍ୟକାଳରେ ଅନେକ ବଡ ଉପଲବ୍ଧି ହାସଲ କରିଥିବା ବେଳେ କିଛି ବିବାଦ ମଧ୍ୟ ଦେଖିବାକୁ ମିଳିଥିଲା।...

ସେହି ୪ ଘଟଣା, ଯେବେ ଅପମାନର ବିଷ ପିଇ ବି ଦେଶ ପାଇଁ କାମ କରି ଚାଲିଥିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୬।୧୨: ୧୦ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନ ବାର୍ଦ୍ଧକ୍ୟ...

ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ…

ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ...

ମନମୋହନ ସିଂ: ଭାରତର ଦିଗ ବଦଳାଇଥିବା ସରଳ ନେତା

ନୂଆଦିଲ୍ଲୀ,୨୬ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂ ଜଣେ ମହାନ ଅର୍ଥନୀତିଜ୍ଞ ଏବଂ ସରଳତାରେ ପରିପୂର୍ଣ୍ଣ ନେତା ଥିଲେ। ୧୯୯୧ ରେ, ସେ ପ୍ରଧାନମନ୍ତ୍ରୀ...

ମନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ମନମୋହନଙ୍କ ପରଲୋକରେ ଶୋକର ଛାୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri