Posted inଜାତୀୟ

ସିବିଆଇସିର ୨୨ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ନୂଆଦିଲ୍ଲୀ,୨୬।୮: କେନ୍ଦ୍ରୀୟ ଅପ୍ରତ୍ୟକ୍ଷ କର ଓ ସୀମା ଶୁଳ୍କ ବୋର୍ଡ (ସିବିଆଇସି)ବା The Central Board of Indirect Taxes and Customs (CBIC) ୨୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏମାନେ ସମସ୍ତେ ସୁପରିଣ୍ଟେଣ୍ଡେଣ୍ଟ ଓ ଏଓ ର଼୍ୟାଙ୍କର ବୋଲି ଜଣାପଡିଛି। ଏମାନଙ୍କୁ ଫଣ୍ଡାମେଣ୍ଟାଲ ଆକ୍ଟ ୫୬(ଜେ) ଆଧାରରେ ଅବସର ଦିଆଯାଇଛି। ଏମାନଙ୍କ ଉପରେ ଭ୍ରଷ୍ଟାଚାର ଓ ଅନ୍ୟ ଅଭିଯୋଗ ଥିବାରୁ ଏମାନଙ୍କୁ ଅନିର୍ବାଜ୍ୟ ଅବସର ଦିଆଯାଇଥିବା ପ୍ରକାଶ। ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ କି ପ୍ରଶାସନରେ କେତେଜଣ ଲୋକ ନିଜ ପଦବୀର ଭୁଲ୍‌ ବ୍ୟବହାର କରୁଛନ୍ତି। ଏମାନଙ୍କ ବିରୋଧରେ ସରକାର ଐତିହାସିକ ପଦକ୍ଷେପ ନେବେ ବୋଲି ସେ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ, ଗତ ଜୁନ୍‌ରେ ଇଣ୍ଡିଆନ୍‌ ରେଭିନ୍ୟୁ ସର୍ଭିସ ଓ ଇନକମ୍‌ ଟାକ୍ସ ଡିପାର୍ଟମେଣ୍ଟର ୨୭ ଅଧିକାରୀଙ୍କୁ ଅବସର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri