Posted inଫୁରସତ

ସୁଖଦ ଯାତ୍ରା ପାଇଁ..ବିଶେଷ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ..

ସୋଲୋ ଟ୍ରାଭଲିଂ ମାନେ ମନପସନ୍ଦର ସ୍ଥାନକୁ ଏକା ଭ୍ରମଣ କରିବା। ତେବେ ଏହି ସୋଲୋ ଟ୍ରାଭଲିଂ ସମୟରେ କିଛିଟା ବିଶେଷ ଦିଗ ପ୍ରତି ନିହାତି ଧ୍ୟାନ ଦେବା ଦରକାର। ଆସନ୍ତୁ ଜାଣିବା ସେ ସମ୍ପର୍କରେ….

* ଭ୍ରମଣରେ ଯିବା ପୂର୍ବରୁ ସ୍ଥାନ ବିଷୟରେ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରନ୍ତୁ।

* ଟ୍ରାଭେଲ ଏଜେନ୍ସିର ସହଯୋଗରେ ସେଠାରେ ରହିବା, ଖାଇବା, ଦର୍ଶନୀୟ ସ୍ଥାନ ବୁଲିବା ପାଇଁ ପ୍ରିବୁକିଙ୍ଗ କରି ନିଅନ୍ତୁ ।

* ଯେଉଁ ସମୟରେ ବୁଲିବାକୁ ଯାଉଛନ୍ତି ସେହି ସମୟରେ ସେଠାକାର ପାଣିପାଗ ଏବଂ ପରିବେଶ ସମ୍ପର୍କରେ ତଥ୍ୟ ସଂଗ୍ରହ କରନ୍ତୁ ଯଦ୍ଦ୍ବାରା ଆପଣ ପାଣିପାଗ ମୁତାବକ ପୋଷାକ ସାଙ୍ଗରେ ନେଇପାରିବେ।

* ସବୁବେଳେ ଅଫ୍‌ ସିଜନ୍‌ରେ ଭ୍ରମଣ କରିବା ଯୋଜନା ପ୍ରସ୍ତୁତ କରନ୍ତୁ, ଯଦ୍ଦ୍ବାରା ହୋଟେଲ ଏବଂ ଟିକେଟ ଖର୍ଚ୍ଚକୁ କିଛି ମାତ୍ରାରେ କମ୍‌ କରାଯାଇପାରିବ।

* ଦରକାରୀ ଜିନିଷପତ୍ର ସହ ଫାଷ୍ଟ ଏଡ୍‌ ବକ୍ସ ନେବାକୁ ଯେପରି ନ ଭୁଲନ୍ତି।

* ସେଠାରେ ବହୁ ମୂଲ୍ୟ ହୋଟେଲରେ ରହିବା ଅପେକ୍ଷା ସ୍ଥାନୀୟ କୌଣସି ସଫାସୁତରା ଗେଷ୍ଟ ହାଉସ୍‌ ବା ଲୋକାଲ ମାର୍କେଟରେ ଥିବା କୌଣସି ରେଷ୍ଟୁରାଣ୍ଟର ଚୟନ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….

ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍‌ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି...

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri