ସୁସ୍ଥ ହୋଇ ଫେରିଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର ,୧୧ା୬ (ଡି.ଏନ.ଏ )- ଅସୁସ୍ଥ ହୋଇ ପ୍ରଥମେ ଜୟପୁର ପରେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବା ପଦ୍ମଶ୍ରୀ କମଳା ପୂଜାରୀ ଗୁରୁବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି ା ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କ ଗ୍ରାମ ପାତ୍ରପୁଟରେ ପହଞ୍ଚାଇବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଜିଲାପାଳ ମଧୁସୂଦନ ମିଶ୍ର ମେଡିକାଲ କଲେଜରେ ପହଞ୍ଚତ୍ ବୁଧବାର ତାଙ୍କ ସ୍ବାସ୍ଥ୍ୟ ବିଷୟରେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ବାର୍ଦ୍ଧକ୍ୟତା ଯୋଗୁ ତାଙ୍କର ରକ୍ତଚାପ ବୃଦ୍ଧି ହେବା ଏବଂ ସ୍ନାୟଜନିତ ସମସ୍ୟା ଦେଖାଦେଇଛି। ତାଙ୍କୁ କିଛି ଦିନ ପରେ ବ୍ରହ୍ମପୁର ମେଡିକାଲ କଲେଜକୁ ଯାଇ ଚିକିସତ୍ିତ ହେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଶନିବାର କମଳାଙ୍କ ସ୍ବାସ୍ଥ୍ୟ ଖରାପ ହୋଇଥିଲା। ଏହା ଜାଣିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ା ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ନ ଆସିବାରୁ କମଳାଙ୍କୁ ମଙ୍ଗଳବାର କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁବତୀ ଜାଣିଶୁଣି ଘରୁ ଚାଲିଯାଇଥିଲେ ଆଉ ରଖିଥିଲେ ଶାରିରୀକ ସମ୍ପର୍କ’, POCSO ମାମଲାରେ ଜେଲରେ ଥିବା ଯୁବକଙ୍କୁ ମୁକ୍ତ କଲେ କୋର୍ଟ

ମୁମ୍ବାଇ,୧୫।୪: ବମ୍ବେ ହାଇକୋର୍ଟ POCSO ମାମଲାରେ ତିନି ବର୍ଷ ଜେଲରେ ଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କୁ ମୁକ୍ତ କରିଛନ୍ତି। ଯୁବକଙ୍କୁ ମୁକ୍ତ କରିବା ସମୟରେ...

LSG vs CSK: ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଜିତିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇ କହିଦେଲେ ଏମିତି କଥା

ଲକ୍ଷ୍ନୌ,୧୫।୪: ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲକ୍ଷ୍ନୌ ସୁପର ଜଏଣ୍ଟସକୁ ୫ ଉଇକେଟ୍‌ରେ ପରାସ୍ତ...

ଶେୟାର ବଜାରରେ ଜବରଦସ୍ତ ଉତ୍ସାହ: ୧୭୫୦ ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ, ଏସବୁ ଷ୍ଟକ୍‌ରେ ବଡ଼ ବୃଦ୍ଧି

ମୁମ୍ବାଇ,୧୫।୪: ଆରବିଆଇ ରେପୋ ହାର ହ୍ରାସ ଠାରୁ ଆରମ୍ଭ କରି ଟ୍ରମ୍ପଙ୍କ ଇଲେକ୍ଟ୍ରୋନିକ୍ସ ଉପରେ ଶୁଳ୍କରୁ ମୁକ୍ତି ଦେବା ପର୍ଯ୍ୟନ୍ତ, ଏସୀୟ ବଜାରରୁ ଭାରତୀୟ ବଜାର...

ବଡ଼ ରେକର୍ଡ କଲେ ଧୋନୀ: ବିଶ୍ୱର ପ୍ରଥମ ଖେଳାଳି ଭାବେ IPLରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୫ LSG ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚରେ ଅଧିନାୟକ ମହେନ୍ଦ ସିଂ ଧୋନୀ ଏକ ବଡ଼ ରେକର୍ଡ...

Odisha Fishing Ban: ଆଜିଠାରୁ ଓଡ଼ିଶା ଉପକୂଳରେ ମାଛ ଧରିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫।୪: ମାଛମାନଙ୍କ ଅଣ୍ଡାଦାନ ଋତୁରେ ସାମୁଦ୍ରିକ ଜୀବନକୁ ସୁରକ୍ଷା ଦେବା ପାଇଁ, ଓଡ଼ିଶା ଉପକୂଳରେ ଏପ୍ରିଲ ୧୫ ତାରିଖରୁ ଦୁଇ ମାସ ପାଇଁ ମାଛ ଧରିବା...

Mehul Choksi: କିଏ ସେହି ମହିଳା? ଯାହାଙ୍କ ଉପରେ ଲାଗିଛି ଚୋକସିଙ୍କୁ ହନିଟ୍ରାପରେ ଫସାଇବାର ଅଭିଯୋଗ

ନୂଆଦିଲ୍ଲୀ,୧୫।୪: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର ୧୩,୫୦୦କୋଟି ଟଙ୍କାର ଋଣ ଠକେଇ ମାମଲାରେ ପଳାତକ ମେହୁଲ ଚୋକସି ବେଲଜିୟମ ପୋଲିସର ହେପାଜତରେ ଅଛନ୍ତି। ଭାରତ ଏହି...

ନିଆଁରେ ଜଳିଗଲା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି: ଜାଣିଶୁଣି ପୋଡି ଦେଇଥିବା ଅଭିଯୋଗ

ପାଟଣାଗଡ ୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ...

ଉପରାଷ୍ଟ୍ରପତିଙ୍କ ହାତରୁ ଖସିପଡିଲା ଫୁଟବଲ କପ୍‌ ଟ୍ରଫି, ଭିଡିଓ ହେଉଛି ଭାଇରାଲ

ଓ୍ବାଶିଂଟନ,୧୫।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ସହ ଏପରି ଏକ ଘଟଣା ଘଟିଛି, ଯାହା ଯୋଗୁଁ ୟୁଜର୍ସ ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ କରୁଛନ୍ତି। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image