ସେନା ହେଲିକପ୍ଟର ଦୁର୍ଘଟଣାରେ ୪ ମୃତ

ଜାକର୍ତ୍ତା, ୭ା୬: ଇଣ୍ଡୋନେସିଆର ଏକ ସେନା ହେଲିକପ୍ଟର କେନ୍ଦ୍ରୀୟ ଜାଭା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ୫ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ହେଲିକପ୍ଟରରେ ୯ ଜଣ ଥିଲେ। ଆହତଙ୍କୁ କେଣ୍ଡାଲ ଜିଲା ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ହେଲିକପ୍ଟରଟି ଖୁବ୍‌ ନିକଟରେ ଉଡ଼ୁଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଇଛି। ୨ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପୋଲିସ ଗୁଳିରେ ଭାରତୀୟ ଆଇଟି କର୍ମଚାରୀ ମୃତ, ଜାତିଗତ ହିଂସା ଅଭିଯୋଗ ଆଣିଲେ ପରିବାର

କାଲିଫର୍ଣ୍ଣିଆ,୧୯/୯: ଆମେରିକାର କାଲିଫର୍ଣ୍ଣିଆରେ ୩୦ ବର୍ଷୀୟ ଭାରତୀୟ ଟେକି ମହମ୍ମଦ ନିଜାମୁଦ୍ଦିନଙ୍କୁ ପୋଲିସ ଗୁଳିକରି ହତ୍ୟା କରିଛି ବୋଲି ଅଭିଯୋଗ ହୋଇଛି। ତେଲେଙ୍ଗାନାର ମହବୁବନଗରର ନିଜାମୁଦ୍ଦିନ...

ପୁଟିନଙ୍କ ଉପରେ ଖୁବ ରାଗିଲେ ଟ୍ରମ୍ପ

ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପ୍ରତି ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଟ୍ରମ୍ପ କହିଛନ୍ତି...

ପାକିସ୍ତାନ ସହ ବଡ ଚୁକ୍ତି କଲା ସାଉଦି, ଯୁଦ୍ଧ ହେଲେ ଭାରତ ବିରୋଧରେ…

ନୂଆଦିଲ୍ଲୀ,୧୮।୯: ସାଉଦି ଆରବ ଓ ପରମାଣୁ ଅସ୍ତ୍ରଧାରୀ ପାକିସ୍ତାନ ବୁଧବାର ‘ଷ୍ଟ୍ରାଟେଜିକ ମ୍ୟୁଚୁଆଲ ଡିଫେନ୍ସ ଏଗ୍ରିମେଣ୍ଟ’ ସ୍ୱାକ୍ଷର କରିଛନ୍ତି, ଯେଉଁଥିରେ ଉଲ୍ଲେଖ ଅଛି ଯେ “ଯେ...

ପୁଣିଥରେ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ, କହିଲେ ଆମେ ଭାରତର ଖୁବ ନିକଟତର

ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି ଏବଂ ନିଜକୁ ଭାରତର ବହୁତ ନିକଟତର ବୋଲି କହିଛନ୍ତି। ବ୍ରିଟିଶ...

ମୋ ଜୀବନର ସର୍ବୋଚ୍ଚ ସମ୍ମାନ ମଧ୍ୟରୁ ଗୋଟିଏ, କାହିଁକି ଏମିତି କହିଲେ ଟ୍ରମ୍ପ, ଜାଣନ୍ତୁ…

ଲଣ୍ଡନ,୧୮।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ, ପ୍ରଥମ ମହିଳା ମେଲାନିଆ ଟ୍ରମ୍ପ ବର୍ତ୍ତମାନ ୟୁକେ ଗସ୍ତରେ ଅଛନ୍ତି। ଟ୍ରମ୍ପ ଏବଂ ମେଲାନିଆ...

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ଏହି କମ୍ପାନୀ ନାଁରେ ମାମଲା କଲେ ପୀଡ଼ିତଙ୍କ ପରିବାର

ଓ୍ବାଶିଂଟନ,୧୮।୯: ଏୟାର ଇଣ୍ଡିଆ ଫ୍ଲାଇଟ ୧୭୧ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଚାରି ଜଣ ଯାତ୍ରୀଙ୍କ ପରିବାର ଆମେରିକୀୟ ବିମାନ ନିର୍ମାତା ବୋଇଂ ଏବଂ ପ୍ରଯୁକ୍ତିବିଦ୍ୟା କମ୍ପାନୀ...

ମୁଇଜୁଙ୍କ ଉପରେ ସୁନା କଳସ ଢାଲିଲା ଭାରତ, କଲା ଏମିତି କାମ ପାକିସ୍ତାନକୁ ଲାଗିବ ଜୋରଦାର ଝଟକା

ନୂଆଦିଲ୍ଲୀ,୧୮।୯: ଭାରତୀୟ ହାଇ କମିଶନ ଗୁରୁବାର (ସେପ୍ଟେମ୍ବର ୧୮, ୨୦୨୫)ରେ ଘୋଷଣା କରିଛନ୍ତି ଯେ ଭାରତ ଜରୁରୀକାଳୀନ ଆର୍ଥିକ ସହାୟତା ଭାବରେ ମାଳଦ୍ୱୀପର ୫୦ ନିୟୁତ...

ସତରେ କ’ଣ ୯୦ ପ୍ରତିଶତ ଚାକିରି ଖାଇଯିବ AI? ମୋର୍ଗାନ ଷ୍ଟାନଲିଙ୍କ ରିପୋର୍ଟ ଦେଲା ଜବାବ

ଓ୍ବାଶିଂଟନ,୧୮।୯: ବିଶ୍ୱ ସ୍ତରରେ ଦ୍ରୁତ ଗତିରେ ଲୋକପ୍ରିୟ ହେଉଥିବା AI ପ୍ରଯୁକ୍ତିବିଦ୍ୟା ଭବିଷ୍ୟତରେ ଶ୍ରମ ବଜାର ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇବାକୁ ପ୍ରସ୍ତୁତ। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image