Posted inପୁରୀ

ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ

ପୁରୀ ଅଫିସ, ୩ା୬-ଆସନ୍ତା ୫ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ମହାପ୍ରଭୁ ପ୍ରତ୍ୟକ୍ଷ ସ୍ନାନ କରିବେ। ପ୍ରତିବର୍ଷ ବିଭିନ୍ନ ଚ୍ୟାନେଲ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନଯାତ୍ରାର ସିଧା ପ୍ରସାରଣ କରି ଆସୁଥିଲେ। ହେଲେ ଏଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କେତେକ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଚଳିତବର୍ଷ କୌଣସି ଚ୍ୟାନେଲ ଲାଇଭ ଟେଲିକାଷ୍ଟ କରିପାରିବେ ନାହିଁ। ଦୂରଦର୍ଶନ ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଏବଂ ଯେଉଁ ଚ୍ୟାନେଲ ଚାହିଁବେ ସେମାନଙ୍କୁ ମାଗଣାରେ ଲାଇଭ ଟେଲିକାଷ୍ଟ ଫିଡ୍‌ ଯୋଗାଇବ। ଏ ନେଇ ବୁଧବାର ପୁରୀ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍...

ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ

କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ...

ପ୍ରବଳ ବର୍ଷା: ଏହି ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ପୁରୀ,୨୬।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ...

ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଗାଡ଼ି ଧକ୍କାରେ ୨ ଛାତ୍ରୀଛାତ୍ର ଆହତ, ବଡ଼ ପଦକ୍ଷେପ ନେଲେ ପ୍ରଭାତୀ

ଗୋପ,୨୫।୯: ବୁଧବାର ପୂର୍ବାହ୍ନରେ ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍...

ଆଇନମନ୍ତ୍ରୀ ଦେଲେ ବଡ଼ ସୂଚନା, କହିଲେ ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ…

ଭୁବନେଶ୍ୱର,୨୫ା୯: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍‌ ଅଫିସର ନିଯୁକ୍ତି ହେବେ। ଏହି ଅଫିସର...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା...

ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ,୨୪ା୯(ଅଜିତ୍‌ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ...

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି।  ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ)...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri