ୟୁକୋ ବ୍ୟାଙ୍କର ନୂତନ ଆଞ୍ଚଳିକ ପ୍ରବନ୍ଧକ

ଭୁବନେଶ୍ୱର,୧୮-୪: ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ପ୍ରବନ୍ଧକ ଭାବେ ଟି.ଆର, ଚୋକଲିଙ୍ଗମ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଗୁଜରାଟର ଅହମ୍ମଦାବାଦ ଆଞ୍ଚଳିକ କାର୍ଯ୍ୟାଳୟରେ ଆଞ୍ଚଳିକ ପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ୧୯୮୧ରେ ସେ ୟୁକୋ ବ୍ୟାଙ୍କରେ କାର୍ଯ୍ୟ ଆରମ୍ଭ ସହ ତାମିଲନାଡୁ, ମହାରାଷ୍ଟ, କର୍ଣ୍ଣାଟକ, କେରଳ, ଗୁଜରାଟ ଏବଂ ସିଙ୍ଗାପୁର ଭଳି ସ୍ଥାନରେ କାର୍ଯ୍ୟ କରିଛନ୍ତି। ବ୍ୟାଙ୍କିଙ୍ଗ କ୍ଷେତ୍ରରେ ତାଙ୍କର ଦୀର୍ଘ ୩୮ ବର୍ଷର ଅଭିଜ୍ଞତା ରହିଛି। ଜେନେରାଲ ବ୍ୟାଙ୍କିଙ୍ଗରେ ତାଙ୍କର ରୁଚି ରହିଛି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଭୁବନେଶ୍ୱର ଅଞ୍ଚଳ ମଧ୍ୟରେ ରିଟେଲ, ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଗୁରୁତ୍ୱ ପ୍ରଦାନ ସହ ଏନ୍‌ପିଏ ହ୍ରାସ  ଦିଗରେ ଉଦ୍ୟମ କରିବେ  ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କମିଲା ସୁନାଦର: ଜାଣନ୍ତୁ ଏବେ କେତେ ଟଙ୍କା

ନୂଆଦିଲ୍ଲୀ,୧୫।୧୧:କ୍ରମାଗତ ଭାବେ ଘରୋଇ ବଜାରରେ ଉଭୟ ସୁନା ଓ ରୁପା ମୂଲ୍ୟରେ ପରିବର୍ତ୍ତନ ହେଉଛି। ଏପରିକି ଡଲାର ସୂଚକାଙ୍କରେ କ୍ରମାଗତ ବୃଦ୍ଧି ଏବଂ ଆମେରିକୀୟ ବଣ୍ଡ...

ଏକମାତ୍ର ଭାରତୀୟ ଭାବେ ଏମିତି କାର୍‌ନାମା କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୫।୧୧:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ପୁଣି ଥରେ କେବଳ ଦେଶରେ ନୁହେଁ, ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଉଦ୍ୟୋଗପତି...

ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ...

କମ୍‌ଭିଭା ସହ ଏଡବ୍ଲ୍ୟୁଏସ୍‌ର ବୁଝାମଣା

ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍‌ଭିଭା ଏବଂ ଆମାଜନ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ...

ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର...

ଆର୍‌ବିଆଇ ଆକଳନ ହେଲା ଭୁଲ୍‌: ଖୁଚୁରା ମୁଦ୍ରାସ୍ଫୀତି ୬.୨୧%

ମୁମ୍ବାଇ/ନୂଆଦିଲ୍ଲୀ,୧୩ା୧୧:ଦେଶରେ କିଛିବର୍ଷ ହେଲା ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିଚାଲିଥିବାବେଳେ ଏଥିରେ ଲଗାମ ଲଗାଇବା ପାଇଁ ମୁଦ୍ରାସ୍ଫୀତିକୁ ୨%ରୁ ୬% ମଧ୍ୟରେ ସୀମିତ ରଖିବା ଲାଗି ଭାରତୀୟ...

ସ୍ମାର୍ଟଫୋନ ବ୍ୟବହାରକାରୀଙ୍କୁ ଲାଗିବ ବଡ଼ ଝଟକା, ୨୦୨୫ରେ ବଢିବ…

ନୂଆଦିଲ୍ଲୀ,୧୨।୧୧: ସାରା ବିଶ୍ୱରେ ସ୍ମାର୍ଟଫୋନର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପ୍ରତିଦିନ ନୂଆ କମ୍ପାନୀ ବଜାରରେ ସ୍ମାର୍ଟଫୋନ ଲଞ୍ଚ କରୁଛନ୍ତି। କିନ୍ତୁ ୨୦୨୫ରେ ସ୍ମାର୍ଟଫୋନ...

ଏହି ଦିନ ଶେଷ ହେଉଛି ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ନୂଆଦିଲ୍ଲୀ,୧୨।୧୧: ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri