Posted inଜାତୀୟ

ୟେଦୁରପ୍ପାଙ୍କୁ ମୋଦି-ଶାହଙ୍କ ନିର୍ଦ୍ଦେଶ: ରାଜ୍ୟ ସରକାରରେ ଅସ୍ଥିରତା ସୃଷ୍ଟି ନ କରନ୍ତୁ

Yedurappa

ବେଙ୍ଗାଲୁର,୧।୬: ମଳିନ ପଡିଯାଇଛି କର୍ନାଟକ ଭାଜପା ଅଧ୍ୟକ୍ଷ ବିଏସ୍‌ ୟେଦୁରପ୍ପାଙ୍କ ଆଶା। ତାଙ୍କୁ ଲାଗିଛି ଏକ ଶକ୍ତ ଧକ୍କା। କାରଣ ଶୁକ୍ରବାର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୟେଦୁରପ୍ପାଙ୍କୁ କହିଛନ୍ତି ରାଜ୍ୟରେ ଥିବା କଂଗ୍ରେସ-ଜେଡିଏସ୍‌ ସରକାରକୁ ଅସ୍ଥିର କରିବାକୁ ଚେଷ୍ଟା ନ କରନ୍ତୁ। ସୂଚନାଯୋଗ୍ୟ, ପୂର୍ବରୁ କର୍ନାଟକ ମୁଖ୍ୟମନ୍ତ୍ରୀ ଆସନ ହାତେଇବା ଲାଗି ୟେଦୁରପ୍ପା ଅନେକ ଥର ଚେଷ୍ଟା କରିଥିବା ବେଳେ ରାଜ୍ୟର କଂଗ୍ରେସ-ଜେଡିଏସ୍‌ ସରକାରରେ ଫାଟ ସୃଷ୍ଟି କରିବାକୁ ସେ ଚେଷ୍ଟା କରୁଥିବା ଅଭିଯୋଗ ହୋଇଥିଲା। ଏବେ ଦଳ ମୁଖିଆଙ୍କ ଏଭଳି ନିଷ୍ପତ୍ତି ତାଙ୍କୁ ଶକ୍ତ ଧକ୍କା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com
Your Paragraph Text 1

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

U0k3o5c8 Jasprit Bumrah 625x300 14 December 25

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

90 3

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

78 1

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

Aaa

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

3232 1

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Your Paragraph Text

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Image 28

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri