୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ। ଏଣୁ ଏହି ସମ୍ପର୍କ ଆଗକୁ ବଢ଼ି ବିବାହ ରୂପ ନେବ ବୋଲି କୁହାଯାଉଥିଲା। ହେଲେ ଏବେ ସବୁକିଛିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଇତିମଧ୍ୟରେ ବ୍ରେକ୍‌ଅପ୍‌କୁ ମାସେରୁ ଅଧିକ ସମୟ ବିତିଗଲାଣି। ଅନନ୍ୟା ଧିରେ ଧିରେ ସ୍ବାଭାବିକ ଅବସ୍ଥାକୁ ଫେରିବାକୁ ଚେଷ୍ଟା କରୁଥିବା ବେଳେ ଆଦିତ୍ୟ ଶୀଘ୍ର ମୁଭ୍‌ ଅନ୍‌ କରିବାକୁ ଚାହୁଁଛନ୍ତି।

କହିରଖୁଛୁ, ଗତ ମାସରେ ଅନନ୍ୟା ନିଜର ଇନଷ୍ଟା ଷ୍ଟୋରୀରେ ଏକ କ୍ରିପ୍‌ଟିକ୍‌ ପୋଷ୍ଟ ଶେୟାର କରିଥିଲେ। ପୋଷ୍ଟରେ ସେ ଲେଖିଥିଲେ ଯେ ଯିଏ ସତରେ ଆପଣଙ୍କର ହୋଇଥିବ, ସେ ଫେରିବ। ଏହାପରେ ଆଦିତ୍ୟଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ଅନୁମାନ କରାଯାଉଥିଲା। ଶେଷରେ ତାହା ହିଁ ହୋଇଛି। ଏହି ଖବର ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ଉଭୟଙ୍କ ପ୍ରଶଂସକଙ୍କ ହୃଦୟ ଭାଙ୍ଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Gold Rate: ଏହି ସହରରେ ମିଳୁଛି ୬୦ହଜାର ଟଙ୍କାରେ ୨୪କ୍ୟାରେଟ ସୁନା, GST ସାଙ୍ଗକୁ ମେକିଂ ଚାର୍ଜ…

ସୁନା ଏକ ମୂଲ୍ୟବାନ ଧାତୁ। କିନ୍ତୁ ସୁନାର ମୂଲ୍ୟ ସବୁ ଦେଶରେ ସମାନ ନଥାଏ । ଏହାର ମୂଲ୍ୟ ଆମଦାନୀ ଶୁଳ୍କ, ଟିକସ, ଶ୍ରମ ଖର୍ଚ୍ଚ,...

IPL 2025 ମଧ୍ୟରେ ବିସିସିଆଇର ବଡ଼ ଆକ୍ସନ: ଏହି ଫ୍ରାଞ୍ଚାଇଜର ମାଲିକଙ୍କୁ କରାଗଲା ବ୍ୟାନ୍‌

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ (IPL 2025)ର ୧୮ତମ ସଂସ୍କରଣ ବର୍ତ୍ତମାନ ଭାରତରେ ଖେଳାଯାଉଛି। ଏହା ବିଶ୍ୱର ସବୁଠାରୁ ବଡ଼ T20 କ୍ରିକେଟ ଲିଗ। ଏହା...

ଭାରତ ଉପରେ ରାଗିକି ନିଆଁବାଣ ପାକିସ୍ତାନ: କଶ୍ମୀରକୁ ନେଇ କହିଲା ଏମିତି

ଇସଲାମାବାଦ୍‌,୧୯।୪: ପାକିସ୍ତାନ ପିଓକେ (ପାକ ଅଧିକୃତ କଶ୍ମୀର) ଖାଲି କରିବା ଉଚିତ ବୋଲି ଭାରତର ବୟାନ ଉପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ବୈଦେଶିକ...

୫୦ରୁ ୬୦ କି.ମି. ବେଗରେ ବହିବ ପବନ: ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୯ା୪:ରାଜ୍ୟର ବିଭିନ୍ନ ଜିଲାରେ କିଛିଦିନ ହେବ କାଳବୈଶାଖୀ ତାଣ୍ଡବ ରଚୁଛି। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ବ୍ୟାପକ କ୍ଷୟକ୍ଷତି ଘଟାଉଛି। ଶୁକ୍ରବାର ଦ୍ୱୈତନଗରୀ...

‘ଜାଟ୍‌’ ସିନେମାକୁ ନେଇ ବିବାଦ: ସନ୍ନି ଦେଓଲ, ରଣଦୀପ୍‌ ହୁଡାଙ୍କ ନାଁରେ ମାମଲା

ଚଣ୍ଡିଗଡ଼,୧୯।୪:ଗତ ୧୦ ତାରିଖରେ ମୁକ୍ତିଲାଭ କରିଥିବା ‘ଜାଟ୍‌’ ଚଳଚ୍ଚିତ୍ରର ଏକ ଦୃଶ୍ୟ ସମଗ୍ର ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଧର୍ମୀୟ ଭାବନାକୁ ଆଘାତ ପହଞ୍ଚାଇଥିବା ଅଭିଯୋଗକ୍ରମେ ବଲିଉଡ୍‌ ଅଭିନେତା...

ନର୍ସଙ୍କୁ ପିଟିପିଟି ମାରିଦେଲେ ଶାଶୁଘର ଲୋକେ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ପାଟଣାଗଡ଼/ ବଲାଙ୍ଗୀର,୧୯ା୪(ସଚ୍ଚିଦାନନ୍ଦ ମହାକୁର/ ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ପାଟଣଗଡ଼ ଥାନା ନେହେନାବନ୍ଧ ଗଁାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗଁାରେ ଜଣେ...

ନିଲଡୁଙ୍ଗୁରୀ ମାର୍କେଟ ଟର୍ମିନାଲ ନେଇ ଆଶା ସଂଚାର

ସମ୍ବଲପୁର,୧୯।୪(ଭବାନୀ ଶଙ୍କର ଭୋଇ): ଯୁଯୁମୁରା ବ୍ଲକ କବରାପାଲି ଗ୍ରାମପଞ୍ଚାୟତର ନିଲଡୁଙ୍ଗୁରୀରେ ବିଜେଡି ସରକାର ଅମଳରେ ୨୦୧୪ରେ ଘୋଷଣା ହୋଇଥିବା ବୃହତ୍‌ ମାର୍କେଟ ଟର୍ମିନାଲକୁ ନେଇ ପୁଣିଥରେ...

ରୁଷିଆ-ୟୁକ୍ରେନ୍‌ ଶାନ୍ତି ଚୁକ୍ତି ନେଇ ସ୍ପଷ୍ଟ ସଙ୍କେତ ନ ମିଳିଲେ ମଧ୍ୟସ୍ଥତାରୁ ଓହରିଯିବ ଆମେରିକା

ପ୍ୟାରିସ୍‌,୧୯ା୪:ପ୍ୟାରିସ୍‌ରେ ୟୁରୋପୀୟ ଏବଂ ୟୁକ୍ରେନୀୟ ନେତାଙ୍କ ସହ ବୈଠକ ପରେ ରୁବିଓ କହିଛନ୍ତି, ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଶେଷ ପାଇଁ ଆମେରିକା ଆଉ ଅନେକ ସପ୍ତାହ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image