୨୧୧ ଅମାନିଆ ଗଣିଲେ ୪୨,୭୦୦ ଟଙ୍କା

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଥିବାବେଳେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଉଛି । ମାତ୍ର କେତେକ ସ୍ଥଳେ ଲୋକେ ଏହାକୁ ଉଲ୍ଲଂଘନ କରୁଥିବା ମଧ୍ୟ ଦେଖିବାକୁ ମିଳୁଛି । ଫଳରେ ସମ୍ପୃକ୍ତ ଅମାନିଆମାନଙ୍କଠାରୁ ଜୋରିମାନା ଅସୁଲି କରାଯାଉଛି । ଶୁକ୍ରବାର ଏଭଳି ଭାବେ ୨୧୧ଜଣ ଅମାନିଆଙ୍କଠାରୁ ମୋଟ୍‌ ୪୨ହଜାର ୭୦୦ ଟଙ୍କା ଜୋରିମାନା ଅସୁଲି ହୋଇଥିବା ସୂଚନା ମିଳିଛି । ସେଥିମଧ୍ୟରୁ ମାସ୍କ ବାନ୍ଧି ନଥିବା ଯୋଗୁ ୨୦୭ଜଣଙ୍କଠାରୁ ୪୦ହଜାର ୭୦୦, ସାମାଜିକ ଦୂରତ୍ୱ ଉଲ୍ଲଂଘନ ଯୋଗୁ ୨ଜଣଙ୍କଠାରୁ ୧ହଜାର, କଟକଣା ସତ୍ତ୍ବେ ଦୋକାନ ଖୋଲିଥିବା ଯୋଗୁ ୨ଜଣଙ୍କଠାରୁ ୧ହଜାର ଟଙ୍କା ଜୋରିମାନା ଅସୁଲି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ରବିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri