Posted inଜାତୀୟ

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୭।୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣପୁର୍ବ ମୌସୁମୀ ବାୟୁ କେର ଛୁଇଁବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଉତ୍ତର ପୂର୍ବ ରାଜ୍ୟ ଯଥା: ଆସାମ, ମେଘାଳୟ, ମଣିପୁର, ନାଗାଲାଣ୍ଡ, ମିଜୋରାମ ଓ ତ୍ରିପୁରାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛି ଆଇଏମ୍‌ଡି। ତେବେ ରାୟଲସୀମା, ତାମିଲ ନାଡୁ, ପୁଡୁଚେରୀ ଓ କାରାଇକାଲରେ ବର୍ଷା ସହ ବିଜୁଳି ଓ ୪୦-୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ କୋର୍ଟରେ ପୂର୍ବତନ ସିଡିପିଓ ଦଣ୍ଡିତ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ପୂର୍ବତନ ସିଡିପିଓ ବିଜୟା ଲକ୍ଷ୍ମୀ ମାରାଣ୍ଡି ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ବତନ୍ତ୍ର...

କାହିଁକି ସସ୍ମିତ ନେଲେ ଏତେ ବଡ଼ ନିଷ୍ପତ୍ତି: ଗୁମର ଖୋଲିଦେଲେ ସପ୍ତଗିରି

ଭୁବନେଶ୍ୱର,୧୨।୪(ରବିନାରାୟଣ ଜେନା):ରାଜ୍ୟ ସଭାରେ ଓ୍ବକ୍‌ଫ ବିଲ୍‌ ପାରିତ ବେଳେ ବିଜେଡି ସଦସ୍ୟ ଡ. ସସ୍ମିତ ପାତ୍ରଙ୍କ ଉପରେ ଦ୍ୱିତୀୟ କ୍ଷମତା କେନ୍ଦ୍ରର ଚାପ ଥିଲା ବୋଲି...

ମହାନଦୀକୁ ପ୍ରଦୂଷିତ କରୁଛି ଆଶ୍‌ପଣ୍ଡରୁ ନିର୍ଗତ ପାଉଁଶ ପାଣି

ଲଖନପୁର,୧୨।୪(ଗୌତମ ସାହୁ): ପଡ଼ୋଶୀ ଛତିଶଗଡ଼ରେ ସ୍ଥାପିତ ଅନେକ କଳକାରଖାନା ବିଭିନ୍ନ ଉପାୟରେ ମହାନଦୀକୁ ପ୍ରଦୂଷିତ କରୁଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ...

ତେଜୁଛି ବିଜେଡି କଳି: ନବୀନଙ୍କୁ ବରିଷ୍ଠଙ୍କ ପାଲଟା ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୨ା୪(ସୁନିତ୍‌ ମିଶ୍ର):ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା...

୩୦ ଓଏଏସ୍‌ଙ୍କୁ ପଦୋନ୍ନତି

ଭୁବନେଶ୍ୱର,୧୨।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ(ଏସ୍‌ଏଜି)ଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେଥିମଧ୍ୟରୁ...

ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା...

ନାତୁଣୀଙ୍କ ଅଶ୍ଳୀଳ ଫଟୋ ପ୍ରଘଟ କରି ବନ୍ଧାହେଲେ ଅଜା

ନୀଳଗିରି,୧୨।୪(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅଶ୍ଳୀଳ ଫଟୋ ପ୍ରଘଟ କରିବା ଅଭିଯୋଗରେ ସମ୍ପର୍କୀୟ ଅଜାଙ୍କୁ...

ପ୍ରଭାବିତ ହେବ ବିଶ୍ୱ ଅର୍ଥନୀତି

ବେଜିଂ/ଓ୍ବାଶିଂଟନ୍‌,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକତରଫା ଭାବେ ଚାଇନା ସାମଗ୍ରୀଗୁଡ଼ିକ ଉପରେ ୧୪୫% ଟାରିଫ୍‌ ବୃଦ୍ଧି ଘୋଷଣା କରିଥିବା ଶୁକ୍ରବାର ବେଜିଂ ଦର୍ଶାଇଛି। ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image