୨୫ ଲକ୍ଷ ଲଟେରୀ ଉଠିଥିବା କହି ଠକିନେଲେ ୩ ଲକ୍ଷ, ଚାଷୀଙ୍କ ଆତ୍ମହତ୍ୟା ନିଷ୍ପତ୍ତି

ଜୟପୁର,୨୨।୯(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ମାଳିଗୁଡ଼ାରେ ଲଟେରୀ ପ୍ରଲୋଭନ ଦେଖାଇ ଜଣେ ନିରୀହ ଚାଷୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାଳିଗୁଡାର ଭୀମସେନ ଗୌଡ଼ଙ୍କୁ ଗତ ଅଗଷ୍ଟ ୩୧ ତାରିଖରେ ୨୫ ଲକ୍ଷ ଟଙ୍କା ଲଟେରୀ ଉଠିଥିବା ନେଇ କଲ୍‌ ଆସିଥିଲା। ଏହି ଟଙ୍କା ପାଇବା ପାଇଁ ଟ୍ୟାକ୍ସ ମନିଅର୍ଡର ଓଡ଼ିଶା ଏବଂ ଉଚ୍ଚପଦସ୍ଥ ଅଧିକାରୀଙ୍କ ଦସ୍ତଖତ ପାଇଁ ପର୍ଯ୍ୟାୟ କ୍ରମେ ୩ ଲକ୍ଷ ୧୫ ହଜାର ଟଙ୍କା ବ୍ୟାଙ୍କ ଜରିଆରେ ଡିପୋଜିଟ୍‌ କରିଚାଲିଲେ ଭୀମସେନ। କିନ୍ତୁ ସେ ଜାଣି ନ ଥିଲେ ସେ ଠକେଇର ଶିକାର ହେବାକୁ ଯାଉଛନ୍ତି।

ବର୍ତ୍ତମାନ କଲ ଆସିଛି ପୁଣି ୭୦ ହଜା ଟଙ୍କା ଡିପୋଜିଟ୍‌ ନ କଲେ ୨୫ ଲକ୍ଷ ଟଙ୍କା ବୁଡ଼ିଯିବ। ଏବେ ଭୀମସେନ ମର୍ମାହତ ହୋଇଥିବା ବେଳେ ସ୍ତ୍ରୀଙ୍କର ସୁନା ବିକି ଏବଂ ଧାର କରଜ କରି ୩ ଲକ୍ଷ ଟଙ୍କା ଉକ୍ତ ବ୍ୟକ୍ତିଙ୍କୁ ପଇଠ କରିଥିଲେ। ବ୍ୟକ୍ତି ଜଣକ ନିଜକୁ ରାଣାପ୍ରତାପ ସିଂ। ସେ ମୁମ୍ବାଇର ଏକ ବ୍ୟାଙ୍କ ଶାଖା ପରିଚାଳକ ପରିଚୟ ଦେଇଥିବା ବେଳେ ଏବେ ଭୀମସେନ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ପାଇଁ ନିଷ୍ପତ୍ତି ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା...

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା...

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ...

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ବୁଲାଣି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…

ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଞ୍ଜାମ ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image