Posted inଜାତୀୟ

୫ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୩: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭରେ ସାମିଲ ହୋଇଥିବା ୫ ଜଣ ବିଦେଶୀ ଭିଜା ନିୟମର ଉଲ୍ଲଂଘନ କରିଥିବାରୁ ସେମାନଙ୍କୁ ଦେଶ ଛାଡ଼ି ଚାଲିଯିବା ଲାଗି କୁହାଯାଇଛି। ମଙ୍ଗଳବାର ଲୋକ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଇମିିଗ୍ରେଶନ ବ୍ୟୁରୋ ରିପୋର୍ଟ ଅନୁଯାୟୀ, ୫ ବିଦେଶୀ ଭିଜା ନିୟମ ଉଲ୍ଲଂଘନ କରି ବିକ୍ଷୋଭରେ ସାମିଲ ହୋଇଥିଲେ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଷ ଓଗାଳିଲେ ପନ୍ନୁ: ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧମକ

ଚଣ୍ଡିଗଡ,୧୫।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାଗବନ୍ତ ମାନଙ୍କୁ ଧମକ ଦିଆଯାଇଛି। ଏହି ଧମକ ଅନ୍ୟ କେହି ନୁହେଁ ବରଂ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂହ ପନ୍ନୁ ଦେଇଛନ୍ତି।...

ପ୍ରବାସୀ ଭାରତୀୟଙ୍କୁ ନେଇ ଫେରୁଥିବା ବିମାନର ଲ୍ୟାଣ୍ଡିଂକୁ ନେଇ ମୁଖ୍ୟମନ୍ତ୍ରୀ ଉଠାଇଲେ ପ୍ରଶ୍ନ

ଚଣ୍ଡିଗଡ଼,୧୫।୨: ବେଆଇନ ଭାବରେ ଆମେରିକାରେ ଥିବା ଭାରତୀୟମାନଙ୍କୁ ନେଇ ଆଉ ଏକ ବିମାନ ସ୍ବଦେଶ ଫେରି ଆସୁଛି। ଆମେରିକୀୟ ବିମାନଟି ଅମୃତସର ବିମାନବନ୍ଦରରେ ଅବତରଣ କରିବ।...

ଶୁଣିଲେ ହେବେ ଆଶ୍ଚର୍ଯ୍ୟ: ପ୍ରତିଦିନ ଖାଦ୍ୟରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୨: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଜାଣିବାକୁ ଲୋକେ ସବୁବେଳେ ଆଗ୍ରହୀ ଥାନ୍ତି। ସେ କ’ଣ ଖାଆନ୍ତି, କ’ଣ ପିନ୍ଧନ୍ତି, ତାଙ୍କ ସୋସିଆଲ ମିଡିଆ...

ବଢିଲା ଅଡ଼ୁଆ: କେଜ୍‌ରିୱାଲଙ୍କ ବଙ୍ଗଳାର ହେବ ଯାଞ୍ଚ, ନିର୍ଦ୍ଦେଶ ଦେଲା ସିଭିସି

ନୂଆଦିଲ୍ଲୀ,୧୫।୨: ସେଣ୍ଟ୍ରାଲ ଭିଜିଲାନ୍‌ସ କମିଶନ (CVC) ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସରକାରୀ ବାସଭବନର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। CPWD ଦ୍ୱାରା ଦାଖଲ...

CBSE ଦଶମ-ଦ୍ୱାଦଶ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୧୫।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପରୀକ୍ଷା ସକାଳ ୧୦:୩୦ ରୁ ଆରମ୍ଭ ହୋଇଛି।...

ଭାରତ ଫେରିଲେ ମୋଦି, ହଟିବ ଦିଲ୍ଲୀ ସସ୍ପେନ୍ସ: ଶାହା-ନଡ୍ଡାଙ୍କ ସହ ହେବ ମନ୍ଥନ

ନୂଆଦିଲ୍ଲୀ,୧୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଏବଂ ଆମେରିକା ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଖୁବ ଶୀଘ୍ର...

ମଦ ପିଇବାରେ ଏହି ରାଜ୍ୟର ମହିଳା ସବୁଠୁ ଆଗରେ: ସର୍ଭେ ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୨: ଦେଶରେ ମଦ୍ୟପାନକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଏକ ସର୍ଭେ କରାଯାଇଛି, ଯେଉଁଥିରେ...

ମହାକୁମ୍ଭ ଯାଉଥିବାବେଳେ ଅଘଟଣ: ବୋଲେରୋ-ବସ୍‌ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ

ପ୍ରୟାଗରାଜ,୧୫।୨: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image