୯ଟି କଲେଜରେ ଫଳ ଶୂନ: ପାସ୍‌ ହାର ବାଲେଶ୍ୱରରେ ସର୍ବାଧିକ, ଗଜପତିରେ ସର୍ବନିମ୍ନ

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଏଥର ଛାତ୍ରଙ୍କ ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ତେବେ ୯ଟି କଲେଜରେ କୌଣସି ଛାତ୍ରୀଛାତ୍ର ପାସ୍‌ କରିନାହାନ୍ତି। ୨୯ଟି କଲେଜରେ ସମସ୍ତ ଛାତ୍ରୀଛାତ୍ର (୧୦୦%) ପାସ୍‌ କରିଛନ୍ତି। ରାଜ୍ୟର ମୋଟ ୬୦ ଜଣ ଛାତ୍ରୀଛାତ୍ର ୯୦%ରୁ ଅଧିକ ନମ୍ବର ରଖିଛନ୍ତି। ବାଲେଶ୍ୱରରେ ସର୍ବାଧିକ ପାସ୍‌ ହାର(୮୬.୫୬%) ରହିଥିବା ବେଳେ ସର୍ବନିମ୍ନ ପାସ୍‌ ହାର ଗଜପତିରେ (୩୬.୨୦%) ରହିଛି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଏତେ ଫୁଟିଲା ଯେ, ଖାଲି ଧୂଆଁ ଧୂଆଁ

ସରିଲା ଦୀପାବଳି । ଧୂଆଁମୟ ଭୁବନେଶ୍ବର । ଦିପାବଳୀ ପରେ କୁହୁଡିର ଭ୍ରମ ସୃଷ୍ଟି କଲା ଧୂଆଁ । ପାଞ୍ଜିର ଦ୍ବନ୍ଦ୍ବ ଭିତରେ ୨ ଦିନ...

ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…

ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ...

ମାଣ୍ଡିପଙ୍କାକୁ ଛୁଟୁଛି ନେତା, ଅଫିସରଙ୍କ ସୁଅ: ମୁଣ୍ଡ ପିଛା ୧୫ କିଲେ ପିଡ଼ିଏସ୍‌ ଚାଉଳ ଦେବାକୁ…

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାଙ୍କୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ...

ନବୀନଙ୍କ ସୁରକ୍ଷା ହ୍ରାସ ପ୍ରସଙ୍ଗରେ ଏଭଳି କହିଲେ ଡିଜିପି

ଭୁବନେଶ୍ୱର,୦୨।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରାଯାଇଛି। ଏନେଇ ପୋଲିସ ଡିଜି...

କମିଲା ନବୀନଙ୍କ ସୁରକ୍ଷା ବ୍ୟବସ୍ଥା, ଜଗିବେ ମାତ୍ର ଦୁଇ କନଷ୍ଟେବଳ

ଭୁବନେଶ୍ୱର,୨।୧୧: ମୋହନ ସରକାର କ୍ଷମତାକୁ ଫେରିବା ପରେ ଦ୍ୱିତୀୟ ଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଦ...

ତୃତୀୟ ଥର ମା’ ହେଲା ବାଘୁଣୀ ‘ରୁପା’

ଭୁବନେଶ୍ୱର,୨ା୧୧: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁସିର ଲହରି ଖେଳିଯାଇଛି। ବାଘୁଣୀ ‘ରୁପା’ ତୃତୀୟ ଥର ପାଇଁ ମା’ ହୋଇଛି। କ୍ରିଷ୍ଣା ଏବଂ ରୁପା ମିଳନରେ ଏକ...

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୭ ଜଣଙ୍କ ଇସ୍ତଫା

ମାଲକାନଗିରି,୨ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷଙ୍କ ସହ ଆଉ ୬ ଜଣ ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ଶନିବାର ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri