୯୭ ହଜାର କୋଟି ନିବେଶ ହାତେଇଲା ଜିଓ

ନୂଆଦିଲ୍ଲୀ,୭।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମରେ ଆଡିଆ ନାମକ କମ୍ପାନୀ ୫,୬୮୩ କୋଟି ଟଙ୍କା ନିବେଶ କରିବ। ଭାରତକୁ ଡିଜିଟାଲ ସୋସାଇଟ ଭାବେ ଗଢି ତୋଳିବାରେ ଏହି ନିବେଶ ସହାୟକ ହେବ ବୋଲି ରିଲାଏନ୍ସ ପକ୍ଷରୁ ସୂଚନା ରହିଛି। ଗତ ସାତ ସପ୍ତାହ ମଧ୍ୟରେ ଜିଓରେ ବିଶ୍ୱ ସ୍ତରର ନିବେଶକମାନେ ପ୍ରାୟ ୯୭ ହଜାର କୋଟି ଟଙ୍କାର ନିବେଶ ନେଇ ଆଗେଇ ଆସିଛନ୍ତି। ବିଶ୍ୱ ସ୍ତରରେ ନିବେଶ କ୍ଷେତ୍ରରେ ଆଡିଆ ପ୍ରମୁଖ ସ୍ଥାନରେ ରହିଛି। ଜିଓରେ ନିବେଶ ନିଷ୍ପତ୍ତି କମ୍ପାନୀର ଉନ୍ନତି ଲାଗି କାର୍ଯ୍ୟ କରିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୦,୦୦୦ ଉପରେ ସୁନା ଦର

ଭୁବନେଶ୍ୱର,୧୩।୧ (ଅଭୟ ଦାଶ): ଦିନ କେଇଟା ପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏପରିକି ବିବାହ କାର୍ଯ୍ୟକ୍ରମରେ ସବୁବର୍ଗର ଲୋକ ଅଳ୍ପବହୁତ ସୁନା କିଣିଥାନ୍ତି।...

ଉତ୍କଳ କର୍କଟ କନ୍‌କ୍ଲେଭ୍‌ ୨.୦ ଉଦ୍‌ଯାପିତ

ଭୁବନେଶ୍ୱର,୧୩।୧: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାନ୍ଦ୍ରିବିହାରସ୍ଥିତ ଉତ୍କଳ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ୍‌ ପକ୍ଷରୁ ଏକ ଦିନିକିଆ କର୍ମଶାଳା ‘ଉତ୍କଳ କର୍କଟ କନ୍‌କ୍ଲେଭ...

ସଞ୍ଜୟ ହଂସଙ୍କୁ ରତ୍ନଶ୍ରୀ ପୁରସ୍କାର

ଭୁବନେଶ୍ୱର,୧୩।୧: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଲାଲଚାନ୍ଦ୍‌ ଗ୍ରୁପ୍‌ର ପ୍ରତିଷ୍ଠାତା ସଞ୍ଜୟ ହଂସଙ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ରତ୍ନଶ୍ରୀ ପୁରସ୍କାର’ରେ ସମ୍ମାନିତ...

୩ ଦିନରେ ୨କୋଟିର କାରବାର

ଭୁବନେଶ୍ୱର,୧୨।୧ (ଅଭୟ ଦାଶ): ପ୍ରଥମ ଥର ପାଇଁ ବୟନିକା ପକ୍ଷରୁ ଆରମ୍ଭ ହୋଇଥିତ୍ବା ରାତି ବଜାର ‘ବୟନିକା ନାଇଟ୍‌ ବଜାର’କୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏପରିକି...

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଏସି ମହା ସଞ୍ଚୟ ସେଲ୍‌

ଭୁବନେଶ୍ୱର,୧୨ା୧,(ଅନୁରାଧା ମହାରଣା): ରାଜ୍‌ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ଶୀତତାପ ନିୟନ୍ତ୍ରଣ ଯନ୍ତ୍ର(ଏସି) ମହା ସଞ୍ଚୟ ସେଲ୍‌ ଘୋଷଣା କରାଯାଇଛି। ଖରାଦିନ ଆରମ୍ଭ ହେଲେ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମୂଲ୍ୟରେ...

ପତଞ୍ଜଳି ବିଶ୍ୱବିଦ୍ୟାଳୟର ୪ର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା

ଭୁବନେଶ୍ୱର,୧୨ା୧(ଅନୁରାଧା ମହାରଣା): ପତଞ୍ଜଳି ବିଶ୍ୱବିଦ୍ୟାଳୟ ମାନବିକତା ଏବଂ ଓରିଏଣ୍ଟାଲ ଷ୍ଟଡିଜ୍‌ ଏବଂ ଦର୍ଶନ ଏବଂ ସଂସ୍କୃତ ବିଭାଗ ପକ୍ଷରୁ ମିଳିତ ଭାବେ ଚତୁର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ...

ଗେମ୍‌ ଚେଞ୍ଜର ସହ ଡା. ଅର୍ଥୋର ବୁଝାମଣା

ନୂଆଦିଲ୍ଲୀ,୧୨।୧: ଦେଶର ଅଗ୍ରଣୀ ଆୟୁର୍ବେଦିକ୍‌ କମ୍ପାନୀ ତଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଡା. ଅର୍ଥୋ ଏବଂ ବଲିଉଡ୍‌ ଫିଲ୍ମ ‘ଗେମ୍‌ ଚେଞ୍ଜର’...

‘ମୋ ପତ୍ନୀ ତ ସୁନ୍ଦର,’ L&T ଚେୟାରମ୍ୟାନଙ୍କ ବୟାନକୁ ନେଇ ମଜାଦାର ଜବାବ ଦେଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୧।୧: ଓ୍ବାର୍କ ଲାଇଫକୁ ବାଲାନ୍ସ କରିବା ଉପରେ ବିତର୍କ ମଧ୍ୟରେ, ଅନେକ ପ୍ରମୁଖ ଶିଳ୍ପପତି କାର୍ଯ୍ୟ ଘଣ୍ଟା ବୃଦ୍ଧି କରିବାକୁ ପରାମର୍ଶ ଦେଉଛନ୍ତି। ଏସବୁ ମଧ୍ୟରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri