

Posted inଆମ ଜିଲା ଖବର, ବାଲେଶ୍ୱର View All

ଅଙ୍ଗନଓ୍ବାଡି କର୍ମୀଙ୍କ ଟଙ୍କା ହଡ଼ପ, ଜିଲାପାଳଙ୍କୁ ଅଭିଯୋଗ
ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଝରାପାଲ୍ଲୀ ପଞ୍ଚାୟତ କନାଗୁଡା ଗ୍ରାମ ଅଙ୍ଗନଓ୍ବାଡି କର୍ମୀ ଶ୍ରୀତି ଢାଲି ଟଙ୍କା ହଡ଼ପ କରିବାରୁ ତାଙ୍କ ନାମରେ ଜିଲାପାଳଙ୍କ ନିକଟରେ...

ନକଲି ଡାକ୍ତର ଗିରଫ: ବିପୁଳ ପରିମାଣର ଔଷଧ ଜବତ
କୋରୁକୋଣ୍ଡା, ୧୯ା୩(ଶିବଦତ୍ତ ସାହୁ ): ମାଲକାନଗିରି ଜିଲା ଓର୍କେଲ ପୋଲିସ ବିନା ଲାଇସେନ୍ସରେ ଗ୍ରାମାଞ୍ଚଳରେ ରୋଗୀଙ୍କୁ ଚିକିତ୍ସା ଏବଂ ଔଷଧ ବିକ୍ରୀ ଘଟଣାରେ ଜଣେ ନକଲି...

ଯାତ୍ରା ପରେ ଲାଟିନ୍ରେ ଘୋଡ଼ାଗଲା ଠାକୁରଙ୍କ ବ୍ୟାନର
ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଫେବୃଆରୀ ୨୬ରେ ବିଭିନ୍ନ ଶୈବପୀଠରେ ଶିବରାତ୍ରି ପାଳନ କରାଯାଇଥିଲା। ଯାତ୍ରା ସରିବାର ୨ଦିନ ପରେ ଏହିସବୁ ସଂସ୍ଥା ନିଜ ନିଜର...

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଦିଲ୍ଲୀରେ ଏମ୍ପିଙ୍କୁ ଭେଟିଲା ନାଗରିକ ମଞ୍ଚ
କେସିଙ୍ଗା,୧୯ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ଦିଲ୍ଲୀ ଗସ୍ତ କରି ଲୋକ ସଭା ଓ...

କୋରାପୁଟରେ ଫିଲ୍ମ ଶୁଟିଂ ପରେ ଫେରିଲେ ଏସ୍ଏସ୍ଏମ୍ବି-୨୯ ଟିମ୍
କୋରାପୁଟ,୧୯ା୩(ଅମିତାଭ ବେହେରା): ଦୀର୍ଘ ୧୫ଦିନ ରହଣି ପରେ କୋରାପୁଟରୁ ଫେରିଗଲେ ସାଉଥ ନିର୍ଦ୍ଦେଶକ ଏସ୍ ଏସ୍ ରାଜାମୌଲି। ଅଭିନେତା ମହେଶ ବାବୁ ଓ ବଲିଉଡ୍ର ଦେଶୀ...

କେନ୍ଦୁଝରରେ ଡାଇରିଆ ଆତଙ୍କ, ଆଉ ଜଣେ ବୃଦ୍ଧଙ୍କ ଜୀବନ ଗଲା
କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକର ଏକ ଦୁର୍ଗମ ଗ୍ରାମରେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କ ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଥିବା ବେଳେ ପାଖାପାଖି...

୪୫ଜଣଙ୍କୁ ମିଳିବ ମହିଳା ପ୍ରତିଭା ସମ୍ମାନ
ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଜନ କଲ୍ୟାଣ ସେବା ଟ୍ରଷ୍ଟ ତରଫରୁ ଆସନ୍ତା ୨୭ତାରିଖ ମହିଳା ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ...

ଅଟୋ ଧକ୍କାରେ ମହିଳାଙ୍କ ଜୀବନ ଗଲା, ୨ ଗୁରୁତର
ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ପଙ୍କାଳ ସାହି ଛକରେ ବୁଧବାର ଅପରାହ୍ନ ରେ ଏକ ଅଟୋ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ...