Posted inଖେଳ

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ ପାଇଁ ଶୁକ୍ରବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ସିନିୟର ଚୟନ କମିଟି ମୁଖ୍ୟ ଅମିୟ ରୟ ଓ ମୁଖ୍ୟ କୋଚ୍‌ ସୁରେନ୍ଦ୍ର ଭାବେ ଖେଳାଳି ତାଲିକା ପ୍ରକାଶ କରିଛନ୍ତି। ଗୋବିନ୍ଦ ପୋଦ୍ଦାର ଅଧିନାୟକ ମନୋନୀତ ହୋଇଛନ୍ତି। ଓଡ଼ିଶା ଏହାର ପ୍ରଥମ ମ୍ୟାଚ ତ୍ରିପୁରା ବିପକ୍ଷରେ ଚଳିତ ମାସ ୧୧ରୁ ୧୪ ପର୍ଯ୍ୟନ୍ତ ଅଗରତାଲାରେ ଖେଳିବ। ଦ୍ୱିତୀୟ ମ୍ୟାଚ ଜମ୍ମୁ-କଶ୍ମୀର ବିପକ୍ଷରେ କଟକର ବାରବାଟୀ ଷ୍ଟାଡିୟମରେ ୧୮ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ଓଡ଼ିଶା ଦଳ: ଗୋବିନ୍ଦ ପୋଦ୍ଦାର (ଅଧିନାୟକ), ଶାନ୍ତନୁ ମିଶ୍ର, ଅନୁରାଗ ଷଡ଼ଙ୍ଗୀ, ସନ୍ଦୀପ ପଟ୍ଟନାୟକ, ବିପ୍ଳବ ସାମନ୍ତରାୟ, କାର୍ତ୍ତିକ ବିଶ୍ୱାଳ, ସ୍ବସ୍ତିକ ସାମଲ, ରାଜେଶ ଧୂପର (ଉଇକେଟ କିପର), ଆଶୀର୍ବାଦ ସ୍ବାଇଁ (ଉଇକେଟ କିପର), ଅନିଲ ପରିଡ଼ା, ସୂର୍ଯ୍ୟକାନ୍ତ ପ୍ରଧାନ, ସୁନୀଲ କୁମାର ରାଉଳ, ରାଜେଶ ମହାନ୍ତି, ଦେବବ୍ରତ ପ୍ରଧାନ, ତାରିଣୀ ସ’, ହର୍ଷିତ ରାଠୋଡ, ସୁମିତ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ...

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର...

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ...

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ...

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ କୋହଲିଙ୍କ ହୁଙ୍କାର: ଯୁଦ୍ଧ ଏବେ…

ନୂଆଦିଲ୍ଲୀ,୪।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ଏହି ଟ୍ରଫି ଅଧୀନରେ ଭାରତ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି।...

ମୋଦିଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ‘ଦ ୟୁନିଭର୍ସ ବସ୍‌’: ଭିଡିଓ ହେଉଛି ଭାଇରାଲ୍‌..

ନୂଆଦିଲ୍ଲୀ,୪।୧୦: ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାମାଇକାରେ ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କୁ ଭେଟିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି, ନୂଆଦିଲ୍ଲୀରେ ଜାମାଇକା...

‘ସବୁ ଲୋକ ଦେଖାଣିଆ…’, କ୍ରିକେଟର ମହମ୍ମଦ ଶାମି ଝିଅକୁ ଦେଖା କରିବା ସମୟରେ ହସିନ ଜାହାନ ଦେଲେ ବିବାଦୀୟ ବୟାନ

ନୂଆଦିଲ୍ଲୀ,୪।୧୦: ନିକଟରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ତାଙ୍କ ଝିଅ ସହିତ ଏକ ଭିଡିଓ ଶେୟାର କରିଥିଲେ, ଯେଉଁ ଭିଡିଓକୁ ଦେଖି ପ୍ରଶଂସକମାନେ ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri